www.samajalive.in
Saturday, December 6, 2025
23.1 C
Bhubaneswar

ଫୁଲାଡିଠାରେ ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରାସ୍ତା ଅବରୋଧ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଫୁଲାଡିଠାରେ ସୋମବାର ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଫୁଲାଡିରୁ ସହିଦ ବାଘାଜତୀନ ସ୍ମୃତିପୀଠ ଯାଏ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ଏନେଇ ଦୀର୍ଘଦିନରୁ ଦାବି ହୋଇ ଆସୁଥିଲେ ବି ଏଥିପ୍ରତି ପ୍ରଶାସନିକ ସ୍ତରରେ ଦୃଷ୍ଟି ନ ପଡିବା ନେଇ ଉଦବେଗ ପ୍ରକାଶ ପାଇଛି। ଏଥିପାଇଁ ଜମି ମାଲିକଙ୍କୁ ଉଚିତ କ୍ଷତିପୂରଣ ପ୍ରଦାନ କରି ରାସ୍ତା ନିର୍ମାଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ପାଇଁ ଦାବି ହୋଇଛି। ଏହାସହ ବାଘାଜତୀନ ସହିଦ ସ୍ମୃତିପୀଠର ଉନ୍ନତିକରଣ ଦିଗରେ ପ୍ରଶାସନ ଦୃଷ୍ଟି ଦେବା ଦାବିରେ ରାସ୍ତା ଅବରୋଧ କରାଯାଇଛି। ରାସ୍ତା ଅବରୋଧ ହେବା ଫଳରେ ରାସ୍ତାରେ ଅନେକ ଗାଡି ଅଟକି ରହିଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories