www.samajalive.in
Saturday, December 13, 2025
26.1 C
Bhubaneswar

କୋଲକାତାରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ନିଜ ଆରଟିପିସିଆର୍ ଟେଷ୍ଟ୍ ରିପୋର୍ଟ ଦେଖାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଲକାତାରୁ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ କୋଭିଡ୍ ନିୟମ ଅନୁସାରେ ନିଜର ଆରଟିପିସିଆର ଟେଷ୍ଟ୍‌ ରିପୋର୍ଟକୁ ଦେଖାଇଥିବା ନିଜେ ଟ୍ୱିଟ୍ କରି କହିଛନ୍ତି। ଏହାସହ ସେ ରାଜ୍ୟବାସୀଙ୍କୁ ସର୍ବଦା ମାସ୍କ ପିନ୍ଧିବା ସହ ସତର୍କ ରହିବା ଓ କୋଭିଡ୍ ନିୟମକୁ ପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ “ଆଜି କୋଲକାତାରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ରାଜ୍ୟ ସରକାରଙ୍କ କୋଭିଡ୍ ନିୟମ ଅନୁସାରେ ମୁଁ ମୋର ଆରଟିପିସିଆର ରିପୋର୍ଟକୁ ଦେଖାଇଲି। କରୋନା ମହାମାରୀ ସମୟରେ ଆମେ ନିଜେ ସତର୍କ ରହିବା, ନିଜେ ନିଜର ଦାୟିତ୍ୱକୁ ପାଳନ କରିବା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories