www.samajalive.in
Wednesday, December 10, 2025
26.1 C
Bhubaneswar

ପିପିଲି ଉପନିର୍ବାଚନ : ଆଜି ଧର୍ମେନ୍ଦ୍ରଙ୍କ ରୋଡ଼ ଶୋ’

ପିପିଲି : ପିପିଲି ଉପନିର୍ବାଚନକୁ ଆଉ ଦିନ କେଇଟା ବାକି ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ମଙ୍ଗଳବାର ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ଦଳର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି। ପୂର୍ବାହ୍ନରେ ଆଶ୍ରିତଙ୍କୁ ସାଙ୍ଗରେ ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଉତ୍ତରା ବଜାରରୁ ରୋଡ଼ ଶୋ କରି ପିପିଲି ବ୍ଲକ, ପିପିଲି ଏନ୍‌ଏସି ଓ ଡେଲାଙ୍ଗ ବ୍ଲକରେ ନିର୍ବାଚନୀ ପ୍ରଚାର କରିବେ। ସୂଚନାଯୋଗ୍ୟ, ପ୍ରାର୍ଥୀ ଶ୍ରୀ ପଟ୍ଟନାୟକଙ୍କ ପାଇଁ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ସୋମବାର ପ୍ରଚାର କରିଛନ୍ତି।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories