www.samajalive.in
Monday, December 8, 2025
13.1 C
Bhubaneswar

ପଣାସଂକ୍ରାନ୍ତି ପାଳନ ପାଇଁ ବିଏମସି ପକ୍ଷରୁ କଟକଣା ଜାରି

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର କଟକଣା ଲାଗୁ କରାଯାଇଛି। ପଣାସଂକ୍ରାନ୍ତି ପାଳନକୁ ନେଇ ବିଏମସି ପକ୍ଷରୁ କଟକଣା ଜାରି କରାଯାଇଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି, ମନ୍ଦିରରେ ପଣାସଂକ୍ରାନ୍ତି ପାଳନ ଲାଗି ବାରଣ କରାଯାଇଛି। କେବଳ ପୂଜକମାନେ ପୂଜାର୍ଚ୍ଚନା କରିପାରିବେ। ମାତ୍ର ମନ୍ଦିରରେ ପଣା ପିଇବାକୁ ବାରଣ କରାଯାଇଛି। ଏହାସହ ସର୍ବସାଧାରଣ ସ୍ଥାନରେ ପଣାସଂକ୍ରାନ୍ତି ପାଳନକୁ ମନା କରାଯାଇଛି ବୋଲି ବିଏମସି କମିଶନର କହିଛନ୍ତି।

 

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories