www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ଅପରାହ୍ନରେ ମାଟ୍ରିକ ପରୀକ୍ଷା ସହ କରୋନା ସମ୍ପର୍କରେ ହୋଇପାରେ ବଡ ଘୋଷଣା

ଭୁବନେଶ୍ୱର : ଆଜି ଅପରାହ୍ନରେ ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଆସନ୍ତା ମେ’୩ରୁ ମାଟ୍ରିକ ପରୀକ୍ଷା ହେବା ନେଇ ସ୍ଥିର କରାଯାଇଥିଲା। ଗତକାଲି ସିବିଏସଇ ଦଶମ ପରୀକ୍ଷା ବାତିଲ ନେଇ ଘୋଷଣା କରାଯାଇଥିଲା।
ସେହିପରି ଆଜି ଅପରାହ୍ନ ୫ଟା ୩୦ରେ ମୁଖ୍ୟ ଶାସନ ସଚିବ କରୋନା ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବାର ସମ୍ଭାବନା ରହିଛି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories