www.samajalive.in
Tuesday, December 9, 2025
19.1 C
Bhubaneswar

ଆଜି ଠାରୁ ବନ୍ଦ ହେଲା ପ୍ରତ୍ନତାତ୍ତ୍ୱିକ ସ୍ଥଳ ; କୋଣାର୍କରୁ ଫେରିଲେ ପର୍ଯ୍ୟଟକ

ଭୁବନେଶ୍ୱର : ଓଡିଶା ତଥା ସାରା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଭଳି ସମୟରେ ସଂକ୍ରମଣ ରୋକିବାକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ରାଜ୍ୟରେ ଥିବା ସମସ୍ତ ପ୍ରତ୍ନତାତ୍ତ୍ୱିକ ସ୍ଥଳଗୁଡିକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଆଜି ଠାରୁ ଆସନ୍ତା ମେ ୧୫ ଯାଏଁ କୋଣାର୍କ, ଖଣ୍ଡଗିରି, ରାଜାରାଣୀ ମନ୍ଦିର ଆଦି କୀର୍ତ୍ତିରାଜିକୁ ବନ୍ଦ ରଖାଯାଇଛି।
ଏହାସହ ଆଜି ସକାଳୁ କୋଣାର୍କ ମନ୍ଦିରକୁ ଆସିଥିବା ପର୍ଯ୍ୟଟକ ମାନେ ନିରାଶ ହୋଇ ଫେରିଛନ୍ତି। କରୋନାର ପ୍ରଥମ ତରଙ୍ଗ ବୃଦ୍ଧି ପରେ ଦୀର୍ଘ ୮ ମାସ ଧରି କୋଣାର୍କ ମନ୍ଦିର ବନ୍ଦ ରହିଥିଲା।

 

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories