www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ଆଜି ୨ଲକ୍ଷ ୩୪ ହଜାର ୬୯୨ ନୂଆ କରୋନା ପଜିଟିଭ ଚିହ୍ନଟ, ୧୩୪୧ ମୃତ

ଦେଶରେ କରୋନାର ୨ୟ ତରଙ୍ଗ ହୁ ହୁ ହୋଇ ବୃଦ୍ଧି ପାଇବା ସହ ନିଜର କାୟା ବିସ୍ତାର କରି ଚାଲିଛି। ଗତ ୨୪ ଘଣ୍ଟାରେ ୨ଲକ୍ଷ ୩୪ ହଜାର ୬୯୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ପଜିଟିଭ ସଂଖ୍ୟା ୧ କୋଟି ୪୫ ଲକ୍ଷ ୨୬ ହଜାର ୬୦୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧ ହଜାର ୩୪୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୫ ହଜାର ୬୪୯ରେ ପହଞ୍ଚିଛି।

ଦିନକରେ ୧ ଲକ୍ଷ ୨୩ ହଜାର ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୨୬ ଲକ୍ଷ ୭୧ ହଜାର ୨୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୬ ଲକ୍ଷ ୭୯ ହଜାର ୭୪୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories