www.samajalive.in
Monday, December 15, 2025
24.1 C
Bhubaneswar

ମିରାବାଇ ଚାନୁ, ଝିଲି ବେହେରା ଓ ଶ୍ରାବଣୀ ନନ୍ଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ମୁଖ୍ୟମନ୍ତ୍ରୀ ତାସକେଣ୍ଟରେ ଚାଲିଥିବା ଏସୀୟ ଭାରୋତ୍ତୋଳନ ଚମ୍ପିଅନ୍‌ସିପ୍‌ରେ କ୍ଲିନ୍‌ ତଥା ଜର୍କରେ ଏକ ନୂତନ ବିଶ୍ୱ ରେକର୍ଡ ସ୍ଥାପନ ସହ ବ୍ରୋଞ୍ଜ ପଦକ ବିଜୟିନୀ ହୋଇଥିବାରୁ ଭାରତର ଭାରୋତ୍ତୋଳନ ତାରକା ସାଇଖୋମ ମିରାବାଇ ଚାନୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଉଜ୍‌ବେକିସ୍ତାନର ତାସକେଣ୍ଟଠାରେ ଆୟୋଜିତ ବରିଷ୍ଠ ଏସୀୟ ଭାରୋତ୍ତୋଳନ ଚମ୍ପିଅନ୍‌ସିପ୍‌ରେ ୪୫ କିଲୋଗ୍ରାମ ବର୍ଗରେ ଓଡ଼ିଶାର ଝିଲି ଦଳବେହେରା ସ୍ୱର୍ଣ୍ଣ ପଦକ ବିଜୟିନୀ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଜାମାଇକାର କିଙ୍ଗଷ୍ଟନ୍‌ଠାରେ ଭେଲୋସିଟି ଫେଷ୍ଟ-୯ରେ ୨୦୦ ମିଟର ମହିଳା ବିଭାଗରେ ତୃତୀୟ ସ୍ଥାନ ଅଧିକାର କରିଥିବାରୁ ତାରକା ଧାବିକା ଶ୍ରାବଣୀ ନନ୍ଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ୩ଜଣ ଖେଳାଳୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

Hot this week

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

Related Articles

Popular Categories