www.samajalive.in
Thursday, December 11, 2025
16.1 C
Bhubaneswar

ରାଜଧାନୀରେ ପୁଣି ଶ୍ରଦ୍ଧାଳୁଙ୍କୁ ଧାର୍ମାନୁଷ୍ଠାନ ମନା

ଭୁବନେଶ୍ବର: ରାଜଧାନୀରେ ପୁଣି ଭକ୍ତଙ୍କ ପାଇଁ ଧର୍ମାନୁଷ୍ଠାନ ମନା। ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗତବର୍ଷ ଭଳି ମନ୍ଦିର, ଚର୍ଚ୍ଚ, ମସ୍‌ଜିଦ୍‌ମାନଙ୍କରେ କେବଳ ଦୈନିକ ନୀତିକାନ୍ତି ପାଳନ ହେବ। ଧର୍ମାନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ରୋକ୍‌ ଲଗାଯାଇଛି। ଆସନ୍ତାକାଲିଠାରୁ ଏହି ନିୟମ ଲାଗୁ ହେବ। ଭୁବନେଶ୍ବରରେ ଗତ କିଛି ଦିନ ହେବ ସଂକ୍ରମଣ ଗ୍ରାଫ୍‌ ପୁଣି ଉପରମୁହାଁ ହୋଇଛି। କରୋନାର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣକୁ​​‌ ଦୃଷ୍ଟିରେ ରଖି ବିଭିନ୍ନ ଧର୍ମର ଧର୍ମଗୁରୁ, କର୍ମକର୍ତ୍ତାଙ୍କ ସହ ଭର୍ଚୁଆଲରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories