www.samajalive.in
Monday, December 8, 2025
27.1 C
Bhubaneswar

ହାଇଦର ମାମଲା: ମୌସିମ ସମେତ ୨ ଗିରଫ

ଭୁବନେଶ୍ବର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍‌ ଘଟଣାରେ ୨ଜଣ ଗିରଫ। କନଷ୍ଟେବଳ ମହମ୍ମଦ ମୌସିମଙ୍କ ସମେତ ୨ ଗିରଫ। ସମ୍ବଲପୁର ଜେଲ୍‌ର ଜଣେ ୱାର୍ଡର ମଧ୍ୟ ଗିରଫ। ଉଭୟଙ୍କୁ ଗିରଫ କଲା କ୍ରାଇମ୍‌ ବ୍ରାଞ୍ଚ ପୁଲିସ। ହାଇଦର ଫେରାର୍‌ ଦିନ ଡ୍ୟୁଟିରେ ଥିଲେ କନଷ୍ଟେବଳ ମହମ୍ମଦ ମୌସିମ। ପୂର୍ବରୁ ମୌସିମ ସହ ପୁଲିସ କର୍ମଚାରୀଙ୍କୁ ନିଲମ୍ବିିତ କରାଯାଇଛି। ହାଇଦରଙ୍କୁ ଜଗିବା ଦାୟିତ୍ବରେ ଥିବା ୬ ପୁଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories