www.samajalive.in
Monday, December 8, 2025
14.1 C
Bhubaneswar

ଚକଫାଟି ଓଲଟିଲା କାର୍, ଡ୍ରାଇଭର ମୃତ

ବାଲୁଗାଁ: ଭୁବନେଶ୍ବରରୁ ଜୟପୁର ଯାଉଥିବା ଗୋଟିଏ କାର୍‌ର ଚକ ଫାଟି ଯାଇଥିଲା। ଫଳରେ କାର୍‌ଟି ଓଲଟି ପଡ଼ିଥିଲା। କାର୍‌ଟି ଓଲଟି ପଡ଼ିବା ଦ୍ବାରା ଘଟଣାସ୍ଥଳରେ ଡ୍ରାଇଭଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ବାଲୁଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜାତୀୟ ରାଜପଥ ୧୬ ସୁବୁଦ୍ଧି ପାଟଣା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories