www.samajalive.in
Monday, December 8, 2025
27.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୭୪୦ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୪୯୩୭୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୭୪୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟ ୩୪୯୩୭୭କୁ ବୃଦ୍ଧି ପାଇଛି। ଆଜି ନୂଆପଡ଼ା ଜିଲାରୁ ସର୍ବାଧିକ ୩୩୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୩୧୭, ଖୋର୍ଦ୍ଧାରୁ ୧୫୨, ବଲାଙ୍ଗିରୁ ୮୭, ସମ୍ବଲପୁର ୮୬, ନବରଙ୍ଗପୁର ୮୨, ବରଗଡ଼ ୬୪, କଟକ ୫୬, କେନ୍ଦୁଝର ୪୮, ଗଞ୍ଜାମ ୪୭, ଗଜପତି ୪୪, ଅନୁଗୁଳ ୪୩, ପୁରୀ ୪୩, ମୟୂରଭଞ୍ଜ ୩୯, ଯାଜପୁର ୩୮, ଭଦ୍ରକ ୩୬, ଷ୍ଟେଟ୍‌ପୁଲ ୩୫, ବାଲେଶ୍ବର ୩୩, କଳାହାଣ୍ଡି ୩୦, ଝାରସୁଗୁଡ଼ା ୨୨, ରାୟଗଡ଼ା ୨୦, କୋରାପୁଟ ୧୭, ନୟାଗଡ଼ ୧୫, ସୋନପୁର ୧୩, କନ୍ଧମାଳ ୧୧, ଦେବଗଡ଼ ୧୦, କେନ୍ଦ୍ରାପଡ଼ା ୬, ଜଗତସିଂହପୁର ୫, ଢେଙ୍କାନାଳ ୩ ଓ ମାଲକାନଗିରିରୁ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories