www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ଦିନକରେ ୨.୯୫ ଲକ୍ଷ ନୂଆ ସଂକ୍ରମିତ, ୨୦୨୩ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨.୯୫ ଲକ୍ଷ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ମଧ୍ୟରୁ ୨୦୨୩ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଦେଶରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧,୮୨,୫୫୩କୁ ବୃଦ୍ଧିପାଇଛି। ଦେଶରେ ୧,୩୨,୭୬,୦୩୯ ଜଣ କରୋନାରୁ ସୁସ୍ଥ ହୋଇସାରିଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୧,୫୭,୫୩୮ ରହିଛି। ଦେଶରେ ଏପର୍ଯ୍ୟନ୍‍ତ ୧୩,୦୧,୧୯,୩୧୦ ଡୋଜ କୋଭିଡ ଟିକାକରଣ ଶେଷହୋଇଛି। ମହାରାଷ୍ଟ୍ର, ଦିଲ୍ଲୀ, ଛତିଶଗଡ ଆଦି ରାଜ୍ୟରେ କରୋନା ପରିସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିସହିତ ଅନ୍ୟ ରାଜ୍ୟଗୁଡିକରେ ମଧ୍ୟ ଦୈନିକ ସଂକ୍ରମଣ ହାର ଆଶାତୀତ ଭାବେ ବୃଦ୍ଧିପାଇବାରେ ଲାଗିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories