www.samajalive.in
Monday, December 8, 2025
24.1 C
Bhubaneswar

ନୂତନ ଯାତ୍ରୀ ବିଶ୍ରାମଗାର ଉଦଘାଟିତ 

ନର୍ଲା: ତୁଳାପଡା ନୂତନ ଯାତ୍ରୀ ବିଶ୍ରାମଗାରକୁ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି ବୁଧବାର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଛନ୍ତି। ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ସରପଞ୍ଚ ଲେମ୍ବୁ ମାଝୀ, ପିଇଓ ଦେବରାଜ ରଣା, ନାଏବ ସରପଞ୍ଚ ଦୁର୍ବାଦଳ ରଣା, ପୂର୍ବତନ ସରପଞ୍ଚ ହୃଷିକେଶ ନାୟକ, ସମସ୍ତ ଓ୍ବାର୍ଡ ମେମ୍ବର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କୋଭିଡ୍ ନିୟମକୁ ପାଳନ କରି ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories