www.samajalive.in
Saturday, December 6, 2025
19.1 C
Bhubaneswar

ଖୋଲା ବଜାରରେ ମିଳିବ ଟିକା, ଦର ଧାର୍ଯ୍ୟ କଲା ସେରମ ଇନଷ୍ଟିଚ୍ୟୁଟ

ମୁମ୍ବଇ: ଏଣିକି ଖୋଲା ବଜାରରେ ଉପଲବ୍ଧ ହେବ ଟିକା। ଏଥିପାଇଁ କୋଭିଶିଲ୍ଡ ଟିକା ପ୍ରସ୍ତୁତକାରୀ କମ୍ପାନୀ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ବୁଧବାର ଟିକା ଦର ଧାର୍ଯ୍ୟ କରିଛି।

ଏସଆଇଆଇ ସିଇଓ ଅଦର ପୁନାୱାଲା ଟିକା ଦର ଘୋଷଣା କରି କହିଛନ୍ତି, ରାଜ୍ୟ ସରକାରଙ୍କ ପାଇଁ ଟିକା ଡୋଜ ପିଛା ୪୦୦ ଟଙ୍କା ରଖାଯାଇଛି। ସେହିପରି ଘରୋଇ ହସ୍ପିଟାଲଗୁଡ଼ିକ ପାଇଁ ଟିକା ଦର ୬୦୦ ଟଙ୍କା ରଖାଯାଇଛି। ଟିକାକରଣକୁ ଗତିଶୀଳ କରିବାକୁ କେନ୍ଦ୍ର ସରକାର ନୂଆ ନିୟମ କରିଛନ୍ତି। ଟିକା ପ୍ରସ୍ତୁତକାରୀ କମ୍ପାନୀ ରାଜ୍ୟ ସରକାର ଏବଂ ଘରୋଇ ହସ୍ପିଟାଲକୁ ଟିକା ଦେବା ଲାଗି କେନ୍ଦ୍ର କହିଛି। ଟିକା ଉତ୍ପାଦକ ମୋଟ ଉତ୍ପାଦନର ୫୦% ଟିକା ରାଜ୍ୟ ଏବଂ ଘରୋଇ ହସ୍ପିଟାଲକୁ ଦେଇପାରିବେ। ଆସନ୍ତା ମେ ୧ ତାରିଖରୁ ୧୮ ବର୍ଷରୁ ଅଧିକ ବୟସର ବ୍ୟକ୍ତି ଟିକା ନେଇପାରିବେ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories