www.samajalive.in
Saturday, December 13, 2025
27.1 C
Bhubaneswar

ଭାଙ୍ଗିଲା ପଟେରୁ ତାମସା ମୁଖ୍ୟ କେନାଲ ବନ୍ଧ : ଚାଷ ଜମି ଜଳମଗ୍ନ, ଘରେ ପଶିଲା ପାଣି

ମାଲକାନଗିରି :  ମାଲକାନଗିରି ଜିଲ୍ଲାର ଏମଭି-୦୨ ନିକଟରେ ପଟେରୁ ତାମସା ମୁଖ୍ୟ କେନାଲ ବନ୍ଧ ଭାଙ୍ଗିଯାଇଛି। ଫଳରେ ଗ୍ରାମର ୬ ଜଣକଙ୍କ ଘରେ ପାଣି ପଶିବା ସହିତ ବହୁ ଚାଷ ଜମି ଜଳମଗ୍ନ ହେଇଛି। ବିଭାଗୀୟ ଅଧିକାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ କେନାଲ ବନ୍ଧ ଭାଙ୍ଗିଲା ବୋଲି ଲୋକେ ଅଭିଯୋଗ କରିଛନ୍ତି। କେନାଲ ବନ୍ଧ ଦୁର୍ବଳ ଥିବା ନେଇ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ହେଁ ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରିନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories