www.samajalive.in
Monday, December 8, 2025
14.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୧୬୫ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୫୩୫୫୧କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୬୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୫୩୫୫୧କୁ ବୃଦ୍ଧି ପାଇଛି। ଆଜି ନୂଆପଡ଼ା ଜିଲାରୁ ସର୍ବାଧିକ ୪୧୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୨୪୧, ଖୋର୍ଦ୍ଦା ୧୯୮, ସମ୍ବଲପୁର ୧୧୪, କେନ୍ଦୁଝର ୯୮, ନବରଙ୍ଗପୁର ୯୬, ବଲାଙ୍ଗିର ୯୦, ବରଗଡ଼ ୭୯, ବାଲେଶ୍ବର ୭୮, ଝାରସୁଗୁଡ଼ା ୭୦, ପୁରୀ ୭୦, କଳାହାଣ୍ଡି ୬୫, ମୟୂରଭଞ୍ଜ ୬୦, କଟକ ୫୯, ଦେବଗଡ଼ ୫୧, ଯାଜପୁର ୫୦, ଗଞ୍ଜାମ ୪୯, ଅନୁଗୁଳ ୪୮, ଷ୍ଟେଟ୍‌ପୁଲ ୪୬, ଭଦ୍ରକ ୩୦, ଗଜପତି ୨୮, ରାୟଗଡ଼ା ୨୪, ଜଗତସିଂହପୁର ୨୧, ସୋନପୁର ୧୯, କେନ୍ଦ୍ରାପଡ଼ା ୧୮, ନୟାଗଡ଼ ୧୫, ବୌଦ୍ଧ, କୋରାପୁଟ ୧୦, କନ୍ଧମାଳ ୮, ଢେଙ୍କାନାଳ ୫, ମାଲକାନଗିରି ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories