www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି ଅଘଟଣ, ଏସ୍‌ସିବି ମେଡ଼ିକାଲ୍‌ ସ୍ବେରେଜ୍‌ ଟାଙ୍କିରେ ଫସି ଜଣେ ଗୁରୁତର

ଭୁବନେଶ୍ବର: କଟକ ଏସ୍‌ସିବି ମେଡ଼ିକାଲ୍‌ କଲେଜ ଭିତ​ରେ ପୁଣି ଅଘଟଣ। ଜଣେ ଶ୍ରମିକ ସ୍ବେରେଜ୍‌ ଟାଙ୍କିରେ ଫଶି ଜଣେ ଗୁରୁତର ହୋଇଛନ୍ତି। ଅସାବଧାନତା କାରଣରୁ ଶ୍ରମିକଜଣକ ଟାଙ୍କିରେ ଖସି ପଡ଼ିଥିବା ସୂଚନା ମିଳିଛି। ଶ୍ରମିକ ଜଣକୁ ଟାଙ୍କିରେ ଖସି ପଡ଼ି ଫସି ରହିଥିବା ଖବର ପାଇ ସେଠାରେ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ। ଅକ୍ଲାନ୍ତ ପରିଶ୍ରମ କରି ଶ୍ରମିକଙ୍କୁ ଉଦ୍ଧାର ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ଶ୍ରମିକଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories