www.samajalive.in
Monday, December 8, 2025
27.1 C
Bhubaneswar

କରୋନା ମାଡ଼, ମହଙ୍ଗା ଭତ୍ତା ବୃଦ୍ଧି ସ୍ଥଗିତ

ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ବୃଦ୍ଧିକୁ ସରକାର ସ୍ଥଗିତ ରଖିଛନ୍ତି। ଜୁଲାଇ ୧, ୨୦୨୧ରୁ ଏହି ମହଙ୍ଗା ଭତ୍ତା ବୃଦ୍ଧି ହେବାକୁ ଥିବାବେଳେ ଏହାକୁ ବୃଦ୍ଧି କରାଯିବ ନାହିଁ। କରୋନା ପାଇଁ ଏହି ଭତ୍ତା ବୃଦ୍ଧିକୁ ସ୍ଥଗିତ ରଖାଯାଇଛି। ତେବେ ବର୍ତ୍ତମାନ ମିଳୁଥିବା ମହଙ୍ଗା ଭତ୍ତା ଦିଆଯିବ। ଅନ୍ୟପଟେ ଜାନୁଆରୀ ୧, ୨୦୨୦ରୁ ଜୁନ ୩୦, ୨୦୨୧ ପର୍ଯ୍ୟନ୍ତ ମହଙ୍ଗା ଭତ୍ତା ବାବଦ ବକେୟା କିସ୍ତି ପ୍ରଦାନକୁ ମଧ୍ୟ କେନ୍ଦ୍ର ସରକାର ସ୍ଥଗିତ ରଖିଛନ୍ତି। ବର୍ତ୍ତମାନ ସମୟରେ କେନ୍ଦ୍ର ସରକାରୀ ଓ ପେନସନ ଭୋଗୀ ୧୭ପ୍ରତିଶତ ମହଙ୍ଗା ଭତ୍ତା ପାଉଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories