www.samajalive.in
Monday, December 8, 2025
13.1 C
Bhubaneswar

ବରିଷ୍ଠ ବିଜେପି ନେତା ଜୁଏଲ୍‌ ଓରାମ୍‌ଙ୍କୁ କରୋନା

ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଜୁଏଲ୍‌ ଓରାମ୍‌ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଟ୍ବିଟ୍‌ କରି ଜୁଏଲ୍‌ ଓରାମ୍‌ ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories