www.samajalive.in
Sunday, December 7, 2025
23.1 C
Bhubaneswar

କୋଭିଡ୍‌ ସଂକ୍ରମଣ ଦୃଷ୍ଟିରୁ କଳାଭୂମି ବନ୍ଦ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ କଳାଭୂମି-ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟକୁ କୋଭିଡ୍‌ ସଂକ୍ରମଣର ଦ୍ରୁତ ବୃଦ୍ଧି ଓ ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ବନ୍ଦ କରାଯାଇଛି। ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ କଳାଭୂମି-ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟକୁ କିଛି ଦିନ ପାଇଁ ବନ୍ଦ କରାଯାଇଛି। କଳାଭୂମିରେ ଥିବା ବିକ୍ରୟ କେନ୍ଦ୍ର ମଧ୍ୟ ଦର୍ଶକମାନଙ୍କ ନିମନ୍ତେ ସାମୟିକ ଭାବେ ବନ୍ଦ କରାଯାଇଛି ବୋଲି ବିଭାଗ ସୂତ୍ରରୁ ପ୍ରକାଶ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories