www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ଦିନକରେ ୩,୭୯,୨୫୭ ନୂଆ ସଂକ୍ରମିତ; ୩୬୪୫ ମୃତ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ। ଗତକାଲି ଗୋଟିଏ ଦିନରେ ଦେଶରେ ୩,୭୯,୨୫୭ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୩ ଲକ୍ଷ ୭୬ ହଜାର ୫୨୪କୁ ବୃଦ୍ଧିପାଇଛି। ସେମାନଙ୍କ ମଧ୍ୟରୁ ୧ କୋଟି ୫୦ ଲକ୍ଷ ୮୬ ହଜାର ୮୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ଦେଶରେ ଏପର୍ଯ୍ୟନ୍ତ ୩୦ ଲକ୍ଷ ୮୪ ହଜାର ୮୧୪ ଜଣ ସକ୍ରିୟ ସଂକ୍ରମିତ ରହିଥିବା ଜଣାଯାଇଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୩୬୪୫ ଜଣଙ୍କର ପ୍ରାଣହାନି ଘଟିଛି। ଏଥିସହିତ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୪ ହଜାର ୮୩୨କୁ ବୃଦ୍ଧିପାଇଛି। ଏପର୍ଯ୍ୟନ୍ତ ଭାରତରେ ମୋଟ ୧୫ କୋଟି ୨୦ ହଜାର ୬୪୮ ଡୋଜ ଟିକାକରଣ କରାଯାଇସାରିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories