www.samajalive.in
Monday, December 8, 2025
17.1 C
Bhubaneswar

କରୋନାରୁ ସୁସ୍ଥ ହେଲେ ମନମୋହନ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କରୋନାରୁ ସୁସ୍ଥ ହେବା ପରେ ଡାକ୍ତରଖାନାରୁ ବାହାରିଛନ୍ତି। ଗତ ୧୯ ତାରିଖରେ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର କୋଭିଡ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା ପରେ ଚିକିତ୍ସା ଚାଲିଥିଲା। ଗୁରୁବାର ମନମୋହନ ସୁସ୍ଥ ହେବା ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି।

ନିକଟରେ ମନମୋହନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି କରୋନାର ୨ୟ ତରଙ୍ଗର ସଫଳ ମୁକାବିଲା ପାଇଁ ୫ଟି ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories