www.samajalive.in
Saturday, December 6, 2025
17.1 C
Bhubaneswar

ଆରପାରିରେ ବରିଷ୍ଠ ସାମ୍ବାଦିକ ରୋହିତ ସରଦାନା

ନୂଆଦିଲ୍ଲୀ: ବରିଷ୍ଠ ସାମ୍ବାଦିକ ତଥା ଲୋକପ୍ରିୟ ଟିଭି ଉପସ୍ଥାପକ ରୋହିତ ସରଦାନାଙ୍କର ପରଲୋକ ଘଟିଛି। ଶୁକ୍ରବାର ହୃଦଘାତରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ କରୋନା ସଂକ୍ରମିତ ହୋଇଥିଲେ, ମାତ୍ର ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ତାଙ୍କ ବିୟୋଗ ଗଣମାଧ୍ୟମ ଶିଳ୍ପକୁ ଏକ ଶକ୍ତ ଧକ୍କା ଲାଗିଛି। ଅନେକ ପ୍ରସିଦ୍ଧ ସାମ୍ବାଦିକ ତାଙ୍କ ଦେହାନ୍ତ ଖବରକୁ ଶେୟାର କରିବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି।

- Advertisement -

ସରଦାନା ୨୦୧୭ରେ ଆଜତକ୍‌ ଚ୍ୟାନେଲରେ ନ୍ୟୁଜ ଉପସ୍ଥାପକ ଭାବେ ଯୋଗଦେଇଥିଲେ। ସେ ଆଜ୍‌ତକ୍‌ର ଲୋକପ୍ରିୟ ବିତର୍କ ଶୋ ‘ଦଙ୍ଗଲ’କୁ ସଞ୍ଚାଳନ କରୁଥିଲେ। ଏହାପୂର୍ବରୁ ସେ ଜି ନ୍ୟୁଜରେ ମଧ୍ୟ ଉପସ୍ଥାପକ ଭାବେ କାର୍ଯ୍ୟ କରିଥିଲେ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories