www.samajalive.in
Monday, December 8, 2025
27.1 C
Bhubaneswar

ସ୍ଥଗିତ ରହିଲା ଘୋଷଣା: ୩, ୪ ପୂର୍ବ ଭଳି ଖୋଲା ରହିବ ଦୋକାନ

ଭୁବନେଶ୍ୱର: ଆସନ୍ତା ୫ ତାରିଖରୁ ରାଜ୍ୟରେ ଲାଗୁ ହେବ ୧୪ ଦିନିଆ ଲକ୍‌ଡାଉନ୍‌। ଏନେଇ ସରକାରଙ୍କ ପକ୍ଷରୁ ରବିବାର ଘୋଷଣା ହେବା ପରେ ରାଜ୍ୟ ବ୍ୟବସାୟୀ ମହାସଂଘ ଅପରାହ୍ନ ୨ଟା ପରେ ଦୋକାନ ବନ୍ଦ କରିବା ନିଷ୍ପତି ସ୍ଥଗିତ ରଖିଛି। ଅର୍ଥାତ୍‌ ମେ’ ୩ ଓ ୪ ତାରିଖରେ ସାରା ରାଜ୍ୟରେ ଅପରାହ୍ନ ୨ ଟା ପରେ ମଧ୍ୟ ପୂର୍ବ ଭଳି ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରହିବ।

ସୂଚନାଯୋଗ୍ୟ, କରୋନା ଶୃଙ୍ଖଳ ଭାଙ୍ଗିବା ପାଇଁ ସାରା ରାଜ୍ୟରେ ଅପରାହ୍ନ ୨ଟା ପରେ ସମସ୍ତ ଦୋକାନ ବନ୍ଦ କରିବାକୁ ଶୁକ୍ରବାର ରାଜ୍ୟ ବ୍ୟବସାୟୀ ମହାସଂଘ ନିଷ୍ପତ୍ତି ନେଇଥିଲେ। ଏନେଇ ସରକାର ଅନୁମତି ମଧ୍ୟ ପ୍ରଦାନ କରିଥିଲେ। ତେ​‌ବେ  ଲକ୍‌ଡାଉନ ନେଇ ଘୋଷଣା ହେବା ପରେ ଏହି ନିଷ୍ପତ୍ତିକୁ ସ୍ଥଗିତ ରଖି ଦିଆଯାଇଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories