www.samajalive.in
Friday, December 12, 2025
16.1 C
Bhubaneswar

ଥମୁନି ସଂକ୍ରମଣ : ଆଉ ୮୯୧୪ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରେନା ସଂକ୍ରମଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି । କିଛି ଦିନ ହେବ ଏହା ୮ ହଜାର ଉପରେ ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୯୧୪ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ, ସୁନ୍ଦରଗଡ଼ରୁ ୫୯୨, କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ଭଦ୍ରକରୁ ୩୫୧, ଅନୁଗୁଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬, ଯାଜପୁରରୁ ୨୩୨, ନୟାଗଡ଼ରୁ ୧୯୪, ବାଲେଶ୍ବରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ରାୟଗଡ଼ାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡ଼ାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡ଼ରୁ ୧୦୩, ମାଲକାନଗିରିରୁ ୭୩, କନ୍ଧମାଳରୁ ୬୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories