www.samajalive.in
Thursday, December 11, 2025
15.1 C
Bhubaneswar

ଦେଶରେ ମୃତ୍ୟୁହାର ୧.୧୦ ପ୍ରତିଶତ, କିଛି ରାଜ୍ୟରେ ହ୍ରାସ ପାଇଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: କୋଭିଡ୍‌ ସ୍ଥିିତି ନେଇ ସ୍ବାସ୍ଥ୍ୟ ଓ ଗୃହ ମନ୍ତ୍ରାଳୟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ଯେ ଦେଶର ୧୨ ରାଜ୍ୟରେ ୧ ଲକ୍ଷରୁ ଅଧିକ ସକ୍ରିୟ ମାମଲା ରହିଛି। ୧୭ ରାଜ୍ୟରେ ୫୦ ହଜାରରୁ କମ୍ ଆକ୍ଟିଭ୍‌ କମ୍ ସକ୍ରିୟ ମାମଲା ରହିଛି। କିଛି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଛତିଶଗଡ଼, ଦିଲ୍ଲୀ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଞ୍ଜାବ, ଉତ୍ତରପ୍ରଦେଶ, ତେଲେଙ୍ଗାନା, ଆସାମ, ବିହାର, କେରଳ, ରାଜସ୍ଥାନ, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ସଂକ୍ରମଣ କମିଛି। ଦେଶରେ ମୃତ୍ୟୁହାର ୧.୧୦ ପ୍ରତିଶତ ରହିଛି।

 

- Advertisement -

ଗ୍ୟାସୀୟ ଅକ୍ସିଜେନ୍‌କୁ ମେଡ଼ିକାଲ୍‌ ଅକ୍ସିଜେନ୍ କରିବାକୁ ବିଚାର ଚାଲିଛି। ଦେଶରେ ୧୫୦୦ଟି ପ୍ଲାଣ୍ଟ ପାଇଁ କାର୍ଯ୍ୟ ଚାଲୁ ରହିଛି। ଅକ୍ସିଜେନ୍‌ ଉତ୍ପାଦନ ଓ ଯୋଗାଣ ଉପରେ ଗୁରୁତ୍ବ ଦିଆଯାଉଛି। ଦେଶରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ୍‌ ଅଛି, ଭୟଭୀତ ହୁଅନ୍ତୁନି ବୋଲି ସ୍ବାସ୍ଥ୍ୟ ଓ ଗୃହମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories