www.samajalive.in
Saturday, December 6, 2025
26.1 C
Bhubaneswar

୪ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା 

ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷାର ସମ୍ଭବାନା ରହିଛି। ଆଜି ସକାଳୁ ଟ୍ୱିନ ସିଟିରେ ପାଗ କୋହଲା ହେବା ସହକ କଟକରେ ଅଳ୍ପ ପରିମାଣରେ ବର୍ଷା ହୋଇଛି। କାଳବୈଶାଖୀ ବର୍ଷା କାରଣରୁ ପାରଦ ହ୍ରାସ ପାଇଛି। ଆସନ୍ତାକାଲି ରାଜ୍ୟରେ ୧୮ ଜିଲାରେ କଳାବୈଶାଖୀ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ,ଗଜପତି,କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ , ମାଲକାନଗିରି। ଏହାସହ ଗଜପତି,ଗଞ୍ଜାମ ଓ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।  ୫ ଓ ୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭବାନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories