www.samajalive.in
Sunday, December 14, 2025
15.1 C
Bhubaneswar

ଲ୍ୟାଣ୍ଡମାଇନ ଉଦ୍ଧାର ; ଅଳ୍ପକେ ବର୍ତ୍ତିଲେ ଯବାନ

ମାଲକାନଗିରି : ଏକ ବଡ ଧରଣର ଅଘଟଣରୁ ସୁରକ୍ଷାକର୍ମୀମାନେ ଅଳ୍ପକେ ବର୍ତ୍ତିି ଯାଇଛନ୍ତି। ମାଲକାନଗିରି ଜିଲା ସୀମାନ୍ତ ଛତିଶିଗଡର ମୀନପା ଜଙ୍ଗଲରେ ପ୍ରାୟ ୧୦ କେଜିର ଲ୍ୟାଣ୍ଡମାଇନ ଜବତ ହୋଇଛି। ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ ଖଞ୍ଜିଥିବା ବେଳେ ସିଆରପିଏଫ କୋବ୍ରା ଯବାନ କୁମ୍ବିଂ ଅପରେସନ ବେଳେ ଏହି ଲ୍ୟାଣ୍ଡମାଇନର ସନ୍ଧାନ ପାଇ ଉଦ୍ଧାର କରିଛନ୍ତି। ତାହାକୁ ନଷ୍ଟ ମଧ୍ୟ କରି ଦେଇଛନ୍ତି । ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲେ ଏକ ବଡ ଧରଣର ଅଘଟଣ ଘଟିଥାଆନ୍ତା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories