www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୪.୧୪ ଲକ୍ଷ ନୂଆ ସଂକ୍ରମିତ; ୩୯୧୫ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତକାଲି ଗୋଟିଏ ଦିନରେ ୪ ଲକ୍ଷ ୧୪ ହଜାର ୧୮୮ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଗୋଟିଏ ଦିନରେ ଦେଶରେ ୩୯୧୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୧୪ ଲକ୍ଷ ୯୧ ହଜାର ୫୯୮କୁ ବୃଦ୍ଧିପାଇଛି। ସଂକ୍ରମିତଙ୍କ ମଧ୍ୟରୁ ୧ କୋଟି ୭୬ ଲକ୍ଷ ୧୨ ହଜାର ୩୫୧ ଜଣ ସୁସ୍ଥ ହୋଇସାରିଛନ୍ତି। ଫଳରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୬ ଲକ୍ଷ ୪୫ ହଜାର ୧୬୪ ରହିଛି। ଦେଶରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୨ ଲକ୍ଷ ୩୪ ହଜାର ୮୩କୁ ବୃଦ୍ଧିପାଇଛି। ଏପର୍ଯ୍ୟନ୍ତ ସମଗ୍ର ଦେଶରେ ୧୬ କୋଟି ୪୯ ଲକ୍ଷ ୭୩ ହଜାର ୫୮ ପାନ ଟିକାକରଣ କରାଯାଇସାରିଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories