www.samajalive.in
Monday, December 8, 2025
14.1 C
Bhubaneswar

ଦିନ ୧୦ ମୁଖ୍ୟ ସମ୍ବାଦ

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିଏମ୍‌କେ ମୁଖ୍ୟ ଏମ୍‌.କେ ଷ୍ଟାଲିନ୍‌

-କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଭାବେ ଏଆଇଏନ୍‌ଆରସି ମୁଖ୍ୟ ଏନ୍‌. ରଙ୍ଗସ୍ବାମୀ ଆଜି ଦ୍ବିତୀୟ ଥର ପାଇଁ ଶପଥ ଗ୍ରହଣ କରିବେ

-ଦେଶରେ ଗତ ୨୪ ଘଣ୍ଟାରେ ୪.୧୪ ଲକ୍ଷ ନୂଆ ସଂକ୍ରମିତ; ୩୯୧୫ ଆକ୍ରାନ୍ତଙ୍କ ମୃତ୍ୟୁ

-୬୦୦ ଅମ୍ଳଜାନ କନସେନଟ୍ରେଟର, ୫୦ ଭେଣ୍ଟିଲେଟର ଏବଂ ଅନ୍ୟାନ୍ୟ ଚିକିତ୍ସା ସାମଗ୍ରୀ ନେଇ ସ୍ୱିଜରଲ୍ୟାଣ୍ଡରୁ ଏକ ବିମାନ ଆଜି ସକାଳେ ଭାରତରେ ପହଞ୍ଚିଛି : ବୈଦେଶିକ ବ୍ୟାପାର ମୁଖପାତ୍ର ଅରିନ୍ଦମ ବାଗଚି

-ରାଜ୍ୟରେ ଦିନକରେ ରେକର୍ଡ ସଂଖ୍ୟକ ୧୨ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ଗତ ୨୪ ଘଣ୍ଟାରେ ୧୨ ହଜାର୨୩୮ ନୂଆ ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୦୭୩

-ରାଜ୍ୟରେ ଆଜି ଆଉ ୧୯ ଜଣ କୋରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏଥି ସହିତ ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୪୦କୁ ବୃଦ୍ଧି ପାଇଛି।

-ବିଶ୍ବରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ କୋଟି ୬୬ ଲକ୍ଷ ୭୭ ହଜାର ୬୨୩କୁ ବୃଦ୍ଧି, ମୃତ୍ୟୁ ସଂଖ୍ୟା ୩୨ ଲକ୍ଷ ୬୯ ହଜାର ୨୨୦, ସୁସ୍ଥ ହେଲେଣି ୧୩ କୋଟି ୪୦ ଲକ୍ଷ ୪୦ ହଜାର ୪୭ ଜଣ

-ବିଶ୍ବରେ ୧ କୋଟି ୯୩ ଲକ୍ଷ ୬୮ ହଜାର ୩୫୬ ଜଣ ସକ୍ରିୟ ଏବେ ଚିକିତ୍ସାଧୀନ, ଆମେରିକାରେ କୋରୋନା ମୃତ୍ୟୁ ସଂଖ୍ୟା ୫,୯୪,୦୦୬

-ଆଜି ତାଲାବନ୍ଦର ତୃତୀୟ ଦିନ ; ବଢୁଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ; ତଥାପି କଟକଣା ମାନିବାକୁ ଲୋକେ ନାରାଜ

-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟରେ କୋଭିଡ୍ ସ୍ଥିତିକୁ ନେଇ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

– ଟିକା କ୍ରୟ ଉପରୁ ଦ୍ରବ୍ୟ ଓ ସେବା କର(ଜିଏସଟି) ପ୍ରତ୍ୟାହାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି 

-ପୁରୀ ଜିଲ୍ଲା କାକଟପୁରରେ ନକଲି କରୋନା ପରୀକ୍ଷା କେନ୍ଦ୍ର ସିଲ୍ କଲା ପୁଲିସ, ବହୁ ଉପକରଣ ଏବଂ ନକଲି ପରୀକ୍ଷା ରିପୋର୍ଟ ଜବତ, ଠକେଇ ଓ ଜାଲିଆତି ଅଭିଯୋଗରେ ପ୍ରକାଶ ଦାସ ଗିରଫ, ଆଉ ଜଣେ ସହଯୋଗୀ ଫେରାର

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories