www.samajalive.in
Tuesday, December 9, 2025
15.1 C
Bhubaneswar

ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଦେଲେ ବିଡିଓ

ହରଭଙ୍ଗା: କରୋନାର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ଲକଡାଉନ ବଳବତର ରହିଛି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଅସହାୟ ଲୋକଙ୍କ ଅସୁବିଧାକୁ ଭୁଲି ନାହାନ୍ତି। ସରକାରଙ୍କ ନିର୍ଦ୍ଦେଶକ୍ରମେ ବ୍ଲକ ପୁରୁଣାକଟକ, ଚାରିଛଖ ଅଂଚଳରେ ବସବାସ କରୁଥିବା ଦୁଃସ୍ଥ ନିଷ୍ପେସିତ ଅସହାୟ ଲୋକଙ୍କ ଘର ଘର ବୁଲି ବୁଲି ଶୁକ୍ରବାର ହରଭଙ୍ଗା ବିଡିଓ ନୀଳକଣ୍ଠ ବେହେରା ତାଙ୍କ ସହକର୍ମୀଙ୍କ ସହ ରନ୍ଧାଖାଦ୍ୟ ବଂଟନ କରିଥିବା ଦେଖିବାକୁ ମିଳିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories