www.samajalive.in
Monday, December 8, 2025
17.1 C
Bhubaneswar

ବ୍ରହ୍ମପୁର ଗସ୍ତରେ ପୁଲିସ ମହାନିର୍ଦେଶକ ଅଭୟ

ବ୍ରହ୍ମପୁର : ଆଜି ବ୍ରହ୍ମପୁର ଗସ୍ତରେ ପୁଲିସ ମହାନିର୍ଦେଶକ ଅଭୟ । ବ୍ରହ୍ମପୁରରେ ପହଞ୍ଚି ଦକ୍ଷିଣାଞ୍ଚଳର ବରିଷ୍ଠ ପୁସିଲ ଅଧିକାରୀଙ୍କ ସହ ଆଲୋଚନା କରି କୋଭିଡ ସ୍ଥିତର ସମୀକ୍ଷା କରିଛନ୍ତି । ଆନ୍ଧ୍ର ଓଡ଼ିଆ ସୀମା ଗିରିସୋଲା ତନଖି ଫଟକ ପରିଦର୍ଶନର କାର୍ଯ୍ୟକ୍ରମ ରହିଛି । ଗଞ୍ଜାମରେ ପୁଲିସ କର୍ମଚାରୀଙ୍କ କାର୍ଯ୍ୟକୁ ସେ ପ୍ରଶଂସା କରିଛନ୍ତି । ଗଂଜାମ ବାସିନ୍ଦା ସମସ୍ତ କରୋନା ନିୟମକୁ ପାଳନ କରୁଥିବାରୁ ସେ ଧନ୍ୟବାଦ  ଜଣାଇଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories