www.samajalive.in
Sunday, December 14, 2025
26.1 C
Bhubaneswar

ହିମାଚଳପ୍ରଦେଶରେ ଭୂକମ୍ପ ଝଟକା

ଶିମଲା : ହିମାଚଳପ୍ରଦେଶର ଧର୍ମଶାଳାରେ ଶନିବାର ସକାଳ ସମୟରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩ ରେକର୍ଡ କରାଯାଇଛି। ଏନସିଏସ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନାହିଁ।
ଏହାପୂର୍ବରୁ ମେ’୫ରେ ଆସାମର ସୋନିତପୁରରେ ଭୂକମ୍ପର ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ରେକର୍ଡ କରାଯାଇଥିଲା। ସେହିପରି ୨୮ ଏପ୍ରିଲରେ ଆସାମରେ ହୋଇଥିବା ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏହାର ତିବ୍ରତା ୬.୪ ରେକର୍ଡ କରାଯାଇଥିଲା।

 

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories