www.samajalive.in
Tuesday, December 9, 2025
17.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୮୫୪୧ କରୋନା ଆକ୍ରାନ୍ତ, ଆରୋଗ୍ୟ ସଂଖ୍ୟା ୪୪୭୮୬୩କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୮୫୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪୪୭୮୬୩କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୩୮୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୭୪୫, କଟକ ୫୮୦. ପୁରୀ ୫୩୦, ଝାରସୁଗୁଡ଼ା ୪୩୯, ବରଗଡ଼ ୪୩୮, ସମ୍ବଲପୁର ୪୧୪, ନବରଙ୍ଗପୁର ୩୯୯, ଅନୁଗୁଳ ୩୪୮, ଯାଜପୁର ୩୩୪, ଷ୍ଟେଟ୍‌ପୁଲ ୨୭୬, ନୂଆପଡ଼ା ୨୬୬, ମୟୂରଭଞ୍ଜ ୨୪୭, ଗଞ୍ଜାମ ୨୨୬, କଳାହାଣ୍ଡି ୧୯୩, ନୟାଗଡ଼ ୧୮୯, କେନ୍ଦୁଝର ୧୬୧, ବଲାଙ୍ଗିର ୧୫୯, ରାୟଗଡ଼ା ୧୫୬, ବାଲେଶ୍ବର ୧୫୪, ଜଗତସିଂହପୁର ୧୨୦, ସୋନପୁର ୧୦୩, ଦେବଗଡ଼ ୯୭, ଭଦ୍ରକ ୯୦, କୋରାପୁଟ ୮୮, ବୌଦ୍ଧ ୭୨, କେନ୍ଦ୍ରାପଡ଼ା ୭୦, କନ୍ଧମାଳ ୫୧, ମାଲକାନଗରି ୫୧, ଢେଙ୍କାନାଳ ୩୨ ଏବଂ ଢେଙ୍କାନାଳରୁ ୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories