ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି) ଅଞ୍ଚଳରେ ପୁଣି ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍ କେସ ୧୮୧ ଏବଂ ଲୋକାଲ୍ କଣ୍ଟାକ୍ଟ କେସ୍ ୭୮୧ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୫୭୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୩୯୨୦ଜଣ ସୁସ୍ଥ ହୋଇଥିବାବେଳେ ୧୦୩୫୩ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୮୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅପରପକ୍ଷରେ ଆଜି ଭୁବନେଶ୍ବର ୮୫୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 10th May (till 9am). pic.twitter.com/cCIxNXmqEq— BMC (@bmcbbsr) May 10, 2021



