www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆକ୍ରାନ୍ତ ସଂଖ୍ୟାରେ ହ୍ରାସ ; ନୂଆ ସଂକ୍ରମିତ ୩ ଲକ୍ଷ ୨୯ ହଜାର ୯୪୨ ; ମୃତ ୩,୮୭୬

ନୂଆଦିଲ୍ଲୀ : ଦେଶରେ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ୪ ଲକ୍ଷ ଅତିକ୍ରମ କରୁଥିବା ବେଳେ ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଦିନକରେ ୩ ଲକ୍ଷ ୨୯ ହଜାର ୯୪୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୨,୨୯,୯୨,୫୧୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୮୭୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ୨,୪୯,୯୯୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୫୬,୦୮୨ ସୁସ୍ଥ ହୋଇଥିବା ବେଳେ ମୋଟ ୧,୯୦,୨୭,୩୦୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭,୧୫,୨୨୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories