www.samajalive.in
Saturday, December 13, 2025
26.1 C
Bhubaneswar

କୋଭିଡ ନିୟମ ଉଲ୍ଲଂଘନ ପାଇଁ ରାଜ୍ୟରେ ୨୪ ଘଣ୍ଟାରେ ୨୦,୪୭,୯୯୦ ଟଙ୍କା ଜରିମାନା ଆଦାୟ

ଭୁବନେଶ୍ୱର: ରାଜ୍ୟରେ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ମଧ୍ୟରେ କୋଭିଡ ନିୟମ ଉଲ୍ଲଂଘନ ଘଟଣାରେ ଓଡ଼ିଶା ପୁଲିସ ୫ଟି ମାମଲା ରୁଜ୍ଜୁ କରିବା ସହିତ ୧୭ ଜଣଙ୍କୁ ଗିରଫ କରିଛି। ଏହି ସମୟ ମଧ୍ୟରେ ନିୟମ ନମାନି ବାହାରେ ବୁଲୁଥିବା ଅମାନିଙ୍କର ୧୬୩ଟି ଗାଡି ଜବତ କରାଯାଇଛି ଏବଂ ମୋଟ ୨୦ ଲକ୍ଷ ୪୭ ହଜାର ୯୯୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ସମସ୍ତେ କୋଭିଡ ନିୟମ ମାନିବାକୁ ଓଡ଼ିଶା ପୁଲିସ ପକ୍ଷରୁ ଟ୍ୱିଟ୍‍ କରି କୁହାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories