www.samajalive.in
Tuesday, December 9, 2025
16.1 C
Bhubaneswar

୨୪ ଘଣ୍ଟାରେ ରାଜ୍ୟରେ ୧୯ କରୋନା ଆକ୍ରାନ୍ତ ମୃତ ; ମୋଟ ମୃତ୍ୟୁ ସଂଖ୍ୟା ୨,୨୫୧

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ଦୈନିକ ୧୫ ଟପୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୨୫୧ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୩, ସୁନ୍ଦରଗଡ ଓ ପୁରୀରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ, ବୌଦ୍ଧ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତ, ଗଞ୍ଜାମ,ଜଗତସିଂହପୁର,କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories