www.samajalive.in
Saturday, December 13, 2025
21.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୯୮୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୭୭

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ  ପୁଣି ୯୮୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୧୬୬ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ ୮୨୨ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ବିଏମ୍‌ସି ଅଞ୍ଚଳରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୫୯୧୬୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୭୪୩୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ ବିଭିନ୍ନ ହସ୍‌ପିଟାଲ୍‌ରେ ୧୧୪୧୮ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୮୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଆଜି ଭୁବନେଶ୍ବର ୭୭୭ଜଣ ସୁସ୍ଥ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories