www.samajalive.in
Sunday, December 7, 2025
14.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଦେଶ/ବିଦେଶ ଖବର
ଭାରତରେ ପହଞ୍ଚିଲା ୨ୟ ପର୍ୟ୍ୟାୟ ସ୍ପୁଟନିକ ଭି ଟିକା, ଆସନ୍ତା ସପ୍ତାହରୁ ବଜାରରେ ହେବ ଉପଲବ୍ଧ

– ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ କରୋନା ସଂକ୍ରମିତ ଚିହ୍ନଟ ଓ ୪୦୭୭ ମୃତ

- Advertisement -

– କରୋନାରେ କଂଗ୍ରେସ ସାଂସଦ ରାଜୀବ ସାତଭଙ୍କ ଦେହାନ୍ତ

–୨ୟ ତରଙ୍ଗରେ ଫଳପ୍ରଦ ହେଉନି ପ୍ଲାଜମା ଥେରାପି, ଚିକିତ୍ସା ପରିଚାଳନା ନିର୍ଦେଶାବଳୀରୁ ହଟାଯିବାକୁ ନିଷ୍ପତ୍ତି

– ଅତି ଭୟଙ୍କର ସାମୁଦ୍ରିକ ଝଡ ରୂପନେଲା ତଉକତେ: ୧୮ରେ ଗୁଜରାଟ ଉପକୂଳ ଅତିକ୍ରମ କରିବ

– ଉଲଫା (ଆଇ)ର ଅସ୍ତ୍ରବିରତି ଘୋଷଣା

– ଭାରତର କୋଭିଡ ସ୍ଥିତି ବିଶ୍ୱର ଅନ୍ୟ ସବୁରାଷ୍ଟ୍ର ଠାରୁ ଭଲ ରହିଛି: ଜନ୍‍ ହପକିନ୍ସ ବିଶ୍ୱବିଦ୍ୟାଳୟ

– ପଶ୍ଚିମବଙ୍ଗରେ ଆଜିଠାରୁ ତାଲାବନ୍ଦ; ମଇ ୩୦ ପର୍ଯ୍ୟନ୍ତ ରହିବ କଟକଣା

ରାଜ୍ୟ ଖବର

-ରାଜ୍ୟରେ ଦିନକରେ ୧୧୭୩୨ ନୂଆ କରୋନା ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୭୧୦

– ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୦ ଜିଲାରୁ ୧୯ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି।

– ଘରୋଇ କମ୍ପାନୀ କର୍ମଚାରୀଙ୍କ ପାଇଁ ପୁଲିସର ଇ-ଅନୁମତି ବ୍ୟବସ୍ଥା

– ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚିନ୍ତା, ଗଠନ ହେଲା ବିଶେଷଜ୍ଞ କମିଟି

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories