www.samajalive.in
Sunday, December 7, 2025
26.1 C
Bhubaneswar

ବ୍ରହ୍ମପୁର ବଡ଼ ମେଡିକାଲ : ବୁଧବାରଠାରୁ କାର୍ଯ୍ୟକ୍ଷମ ହେବ ଅକ୍ସିଜେନ ପ୍ଲାଂଟ

ବ୍ରହ୍ମପୁର :  ବ୍ରହ୍ମପୁର ଏମକେସିଜି ମେଡିକାଲ ପରିସରରେ ଆସନ୍ତା ବୁଧବାରଠାରୁ ଅକ୍ସିଜେନ ପ୍ଲାଂଟ କାର୍ଯ୍ୟକ୍ଷମ ହେବ। ଏଠାରେ ୨୦ ହଜାର ଟନ୍‍ କ୍ଷମତା ବିଶିଷ୍ଟ ଅକ୍ସିଜେନ ପ୍ଲାଂଟ ପ୍ରତିଷ୍ଠା କାର୍ଯ୍ୟ ଶେଷ ହୋଇଛି। ବର୍ତମାନ ଏହାକୁ ପରୀକ୍ଷାମୂଳକ ଭାବେ ଯାଞ୍ଚ୍‍ ଓ କ୍ରିୟାଶୀଳ କରିବା ପାଇଁ ଆବଶ୍ୟକ ପରୀକ୍ଷା ନିରୀକ୍ଷା ଚାଲିଛି।

ଏହା କାର୍ଯ୍ୟକ୍ଷମ ହେଲେ ବ୍ରହ୍ମପୁର ବଡ଼ ମେଡିକାଲର ବିଭିନ୍ନ ବିଭାଗକୁ ପାଇପ୍‍ ଲାଇନ୍‍ ଯୋଗେ ରୋଗୀଙ୍କ ବେଡ୍‍କୁ ୨୪ ଘଣ୍ଟିଆ ଅକ୍ସିଜେନ ଯୋଗାଣ ହେବ। ଏଥିପାଇଁ ପାଇପ୍‍ ଲାଇନ୍‍ କାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories