www.samajalive.in
Monday, December 8, 2025
14.1 C
Bhubaneswar

ଗୁଜରାଟରେ ଭୂକମ୍ପର ଝଟକା ଅନୁଭୂତ

ଗୁଜରାଟ : ଗୁଜରାଟରେ ଗୋଟେ ପଟେ ତଉକତେ ବାତ୍ୟାର ଅତି ଭୀଷଣ ରୁପର ସାମ୍ନାସାମ୍ନି ହେବାକୁ ଥିବା ବେଳେ ଅନ୍ୟ ପଟେ ଅମରେଲୀ ନିକଟରେ ଭୂମିକମ୍ପର ଝଟକା ଅନୁଭବ ହୋଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୫ ରେକର୍ଡ କରାଯାଇଛି। ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ ଖବର ଏଯାବତ ମିଳିନାହିଁ।
ସେହିପରି ଗୁଜରାଟର ରାଜକୋଟରେ ମଧ୍ୟ ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୮ ରେକର୍ଡ କରାଯାଇଛି। ଏଥିରେ ମଧ୍ୟ ଧନଜୀବନ ହାନୀ ହୋଇ ନାହିଁ ବୋଲି ଖବର ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories