www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୭ଟା ମୁଖ୍ୟ ଖବର

କୋଭିଡ ମୁକାବିଲା ପାଇଁ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ମେ ୨୪ରୁ ଘର ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶାକର୍ମୀ

ଦେଶରେ କୋଭିଡ ଆକ୍ରାନ୍ତଙ୍କ ଚିକିତ୍ସା ନିମନ୍ତେ ଜରୁରୀ ଆବଶ୍ୟକ ସାମଗ୍ରୀ ଅମ୍ଳଜାନ ପରିବହନକୁ ଅଗ୍ରାଧିକାର ପ୍ରଦାନ କରୁଛି ଭାରତୀୟ ରେଳବାଇ

ଇତିମଧ୍ୟରେ ରେଳଯୋଗେ ଦେଶର ବିଭିନ୍ନ ସ୍ଥାନକୁ ୧୦,୦୦୦ ଟନ୍‍ ଅମ୍ଳଜାନ ପରିବହନ କରାଯାଇଛି

କୋଭିଡ ମୁକାବିଲା ପାଇଁ ଅଭିନେତା ରଜନୀକାନ୍ତ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କୁ  ୫୦ ଲକ୍ଷ ଟଙ୍କା ଦାନ କରିଛନ୍ତି।

ରାଜ୍ୟରେ ଆଜି ଆଉ ୧୧୮୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, ଏହାସହିତ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୫,୨୬,୩୫୩କୁ ବୃଦ୍ଧି ପାଇଛି

– କରୋନା ମହାମାରୀ ପାଇଁ ପୂର୍ବବର୍ଷ ଭଳି ଏଥରମଧ୍ୟ ଯୁକ୍ତ ୨ ପ୍ରଥମ ବର୍ଷ ତଥା ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ହେବ ଭିଡିଓ କ୍ଲାସ

ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଲା ଉଚ୍ଚ ଶିକ୍ଷା ପରିଷଦ

– ଘରୋଇ ଡାକ୍ତରଖାନା ଓ ଘରୋଇ ଆମ୍ବୁଲାନ୍ସ ପାଇଁ ଦର ନିର୍ଦ୍ଧାରଣ କଲେ ସରକାର। ଦର ନିର୍ଦ୍ଧାରଣ ନେଇ ବିଜ୍ଞପ୍ତି ପ୍ରକାଶ କଲା ରାଜ୍ୟ ପରିବହନ ବିଭାଗ

– ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ସିଆର୍‌ପିଏଫଙ୍କ ଗୁଳିମାଡ଼, ସିଆର୍‌ପିଏଫ୍‌ ଯବାନଙ୍କ ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ

– କରୋନାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପ୍ରସିଦ୍ଧ ଓ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକରେ ତାଙ୍କ ଜନ୍ମମାଟି କେନ୍ଦ୍ରାପଡ଼ାରେ ଶୋକର ଛାୟା

ଗଭୀର ଶୋକ  ପ୍ରକାଶ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶୋକ  ପ୍ରକାଶ କଲେ କେନ୍ଦ୍ର ମନ୍ତ୍ରୀକେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ

 – ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ  ୨୨ ଜଣଙ୍କ ଜୀବନ ନେଇଛି କରୋନା, ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି

– ରାଜ୍ୟରେ ୨୪ ଘଣ୍ଟାରେ ୧୦୭୫୭ ନୂଆ ସଂକ୍ରମିତ ଚିହ୍ନଟ; କଟକରୁ ସର୍ବାଧିକ ୯୭୩

– ଭୟଙ୍କର ସାମୁଦ୍ରିକ ଝଡ ତଉକତେ ଏବେ ଅତି ଭୟଙ୍କର ସାମୁଦ୍ରିକ ଝଡରେ ପରିଣତ ହୋଇ ସ୍ଥଳଭାଗ ଅଭିମୁଖେ ଅଗ୍ରସର ହେଉଛି

– ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ତଉକତେ

ଆନ୍ଧ୍ରପ୍ରଦେଶରେ ଆସନ୍ତା ୩୧ ଯାଏଁ କର୍ଫ୍ୟୁ ଘୋଷଣା

– କେଦାରନାଥ ଧାମ ଖୋଲିଲା, ମୋଦୀଙ୍କ ନାମରେ ହେଲା ପ୍ରଥମ ପୂଜା

– ଶ୍ରୀନଗରରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ହୁ ବୈଜ୍ଞାନିକଙ୍କ ଚେତାବନୀ; ଭାରତରେ ଆସିବ କରୋନାର ଏକାଧିକ ତରଙ୍ଗ

– ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଏକ ରିପୋର୍ଟ ଅନୁଯାୟୀ ଅଧିକ ସମୟ କାର୍ଯ୍ୟ କରିବା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ, ଚାଲିଯାଇପାରେ ଜୀବନ

– ନାରଦା ଲାଞ୍ଚ ମାମଲା: ଟିଏମସିର ୨ ମନ୍ତ୍ରୀ, ଜଣେ ବିଧାୟକ ସମେତ ୪ ଜଣଙ୍କୁ ଗିରଫ କଲା ସିବିଆଇ

– ଡିଆରଡିଓ ଔଷଧ ୨-ଡିଜିର ଶୁଭାରମ୍ଭ କଲେ ରାଜନାଥ ଓ ହର୍ଷବର୍ଦ୍ଧନ

– କୋଭିଡ ଜିନୋମ ମ୍ୟାପିଂ ଫୋରମ୍‌ରୁ ଶାହିଦ ଜମୀଲଙ୍କ ଇସ୍ତଫା

– ଗୁଜରାଟରେ ଭୂକମ୍ପର ଝଟକା ଅନୁଭୂତ, ରିକ୍ଟର ସ୍କେଲରେ ତୀବ୍ରତା ୪.୫

– ମେକ୍ସିକୋର ଏଣ୍ଡ୍ରିଆ ମେଜା ବ୍ରହ୍ମାଣ୍ଡ ସୁନ୍ଦରୀ, ଶ୍ରେଷ୍ଠ ୫ରେ ଭାରତର ଏଡଲିନ୍‌ କାଷ୍ଟଲିନା

– ପ୍ରଧାନମନ୍ତ୍ରୀଙ୍କୁ ଯଶବନ୍ତ ସିହ୍ନାଙ୍କ ଆକ୍ଷେପ, ଟିକା କୂଟନୀତି କରି ମୋଦି ଏବେ ବିଶ୍ୱନେତା ପାଲଟି ଯାଇଛନ୍ତି

– ଦୀର୍ଘ ଦିନ ପରେ ୩ ଲକ୍ଷ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା; ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୮୧ ହଜାର ୩୮୬ ନୂଆ ସଂକ୍ରମିତ ଚିହ୍ନଟ ଏବଂ ୪,୧୦୬ ମୃତ

– ବିଶ୍ୱର କ୍ଷୁଦ୍ରତମ ରୋପଣଯୋଗ୍ୟ ଚିପ୍‍ ପ୍ରସ୍ତୁତ, ଛୁଞ୍ଚି ଅଗରେ ରହିଯାଇପାରିବ; ସ୍ୱାସ୍ଥ୍ୟାବସ୍ଥା ନିରୀକ୍ଷଣ କରିବାକୁ ସମର୍ଥ

– ୟୁଏଫଓକୁ ଠାବକଲା ଆମେରିକୀୟ ଜାହାଜ; ସମୁଦ୍ର ଜଳରାଶିରେ ଅଦୃଶ୍ୟ ହୋଇଗଲା

– ନୂଆ ଭାରିଆଣ୍ଟ ପାଇଁ ଫଳପ୍ରଦ ହେଉଛି କୋଭାକ୍ସିନ

– ଇସ୍ରାଏଲ-ଗାଜା ପରିସ୍ଥିତିକୁ ନେଇ ଇସଲାମୀୟ ରାଷ୍ଟ୍ରସମୂହର ଜରୁରୀ ବୈଠକ

– ଚୀନରୁ ଆସିଲା ୩୬୦୦ ଅମ୍ଳଜାନ ସାନ୍ଦ୍ରକ

– ଭୁବନେଶ୍ବରରେ ମାଛ ବ୍ୟବସାୟ ନାମରେ ବ୍ରାଉନ ସୁଗାର ବ୍ୟବସାୟ, ୨ ଗିରଫ, ହାଇଟେକ୍‌ ମେଡ଼ିକାଲ୍‌ ଛକରୁ ୫୧୮ଗ୍ରାମ ବ୍ରାଉନସୁଗାର ଜବତ

– ପ୍ରାୟ ୬୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଧରିଲା ପୁଲିସ ଓ କୁଇକ୍‌ ଆକ୍ସନ୍ ଟିମ। ଜଳେଶ୍ବରରୁ ମାଛ ଗାଡ଼ିରେ ବ୍ରାଉନସୁଗାର ଆଣି ବ୍ୟବସାୟ କରୁଥିବା ସୂଚନା

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories