www.samajalive.in
Tuesday, December 9, 2025
17.1 C
Bhubaneswar

ଅବସରପ୍ରାପ୍ତ ଶିକ୍ଷକଙ୍କ ବିୟୋଗରେ ଶୋକ

ମାହାଙ୍ଗା: କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ରାହାଣିଆ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ବିକଳ ଚରଣ ସାହୁଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ୧୯୩୪ ମସିହାରେ ଜନ୍ମିତ ସ୍ବର୍ଗତ ସାହୁ ତାଙ୍କର ୩୬ ବର୍ଷ ଶିକ୍ଷକତା କାଳରେ ଅନେକ ମେଧାବୀ ଛାତ୍ରଛାତ୍ରୀ ସୃଷ୍ଟି କରିଥିଲେ। ମାହାଙ୍ଗା ପାଇକରାପୁର ବିଦ୍ୟାଳୟରୁ ଶିକ୍ଷକତା ଆରମ୍ଭ କରି ସେ ଇତୁକୁରା ପ୍ରାଥମିକ ବିଦ୍ୟାଳୟ ଓ ସୁକ୍ଲେସ୍ୱର ବିଦ୍ୟାଳୟରେ ଓ ଶେଷରେ ପାଇକରାପୁର ବିଦ୍ୟାଳୟରୁ ୧୯୯୫ରେ ଅବସର ଗ୍ରହଣ କରିଥିଲେ।

ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ରହିବା ପରେ ଚଳିତ ମାସ ୯ ତାରିଖରେ ୮୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ଏକମାତ୍ର ପୁତ୍ର ବିଜୟ କୁମାର ସାହୁ, ପୁତ୍ର, ପୁତ୍ରବଧୁ ଓ ନାତି ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories