www.samajalive.in
Monday, December 8, 2025
13.1 C
Bhubaneswar

ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ମୋହନା : କରୋନା କଟକଣା ସାଙ୍ଗକୁ ଦିନକୁ ଦିନ ଲୋକେ ଜୀବିକା ହରାଇ ଦୟନୀୟ ଭାବେ ଜୀବନଯାପନ କରୁଛନ୍ତି । ବହୁ ଗରୀବ ପରିବାରର ଲୋକଙ୍କ ଅବସ୍ଥା କହିଲେ ନସରେ । ଏଭଳି ବିପତ୍ତି ସମୟରେ ମୋହନା ସହରର ଯୁବ ବ୍ୟବସାୟୀ ଶମ୍ଭୁ ଆଚାରୀ ନିହାତୀ ଗରୀବ ଶ୍ରେଣୀର ଲୋକଙ୍କୁ ସାହି ସାହି ବୁଲି ଚାଉଳ, ଡାଲି, ପରିବା, ବିସ୍କେଟ ଓ ୧୦୦ ଟଙ୍କା ଲେଖାଏଁ ବିଧବା ମହିଳା, ଦିବ୍ୟାଙ୍ଗ ଓ ଅସହାୟ ବ୍ୟକ୍ତିଙ୍କୁ ବାଣ୍ଟିଛନ୍ତି। ତାଙ୍କରି ଏଭଳି ଜନହିତକର କାର୍ଯ୍ୟକୁ ମୋହନା ବାସୀ ପ୍ରଶଂସା କରିଛନ୍ତି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories