www.samajalive.in
Sunday, December 7, 2025
23.1 C
Bhubaneswar

ଦେଶରେ ଦୈନିକ ସଂକ୍ରମଣ ଟପିଲା ୨.୬୭ ଲକ୍ଷ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୨.୬୭ ଲକ୍ଷ । ଗତ କିଛି ଦିନ ୪ ଲକ୍ଷ ଅତିକ୍ରମ କରୁଥିବା ବେଳେ ଏଥିରେ ହ୍ରାସ ପାଉଛି। ଚିକିତ୍ସାଧୀନ ଅବସ୍ଥାରେ ୪ ହଜାର ୫୨୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୮୩,୨୪୮ରେ ପହଞ୍ଚିଛି। ଦିନକରେ ୨,୬୭,୩୩୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୯୬,୩୩୦କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ୩,୮୯,୮୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୧୯,୮୬,୩୬୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୨,୨୬,୭୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories