www.samajalive.in
Monday, December 8, 2025
27.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଦେଶ/ବିଦେଶ ଖବର

– ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୭୬ ହଜାର ୭୦ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୮୭୪ ମୃତ
-ସ୍ମାର୍ଟଫୋନରେ ଖୋଲିବ କାର୍‌, ଦୂରରେ ଥାଇ ଅନ୍ୟକୁ ଶେୟାର କରିପାରିବେ ଚାବି; ଗୁଗଲ ଆଣୁଛି ଆଣ୍ଡ୍ରଏଡ୍‌ ୧୨
-ପ୍ରେମର ତାଲା ଭାଙ୍ଗିବାକୁ ୧୦,୦୦୦ କିଲୋମିଟର ଯାତ୍ରାକଲେ ମହିଳା

– ମାସ୍କ ପିନ୍ଧିବା ‘ନିବୋର୍ଧ ନିୟମ’ ବୋଲି କହିଲେ ଡାକ୍ତର, ମାମଲା ରୁଜୁ କଲା ପୁଲିସ

- Advertisement -

– ଜୁଲାଇରେ ଶେଷ ହେବ କୋଭିଡ ଦ୍ୱିତୀୟ ପର୍ୟ୍ୟାୟ ସଂକ୍ରମଣ ପ୍ରଭାବ; ଛଅମାସ ପରେ ଆସିବ ତୃତୀୟ ଲହର

-ବାତ୍ୟା ତାଉ-ତେ ପ୍ରଭାବ: ଦିଲ୍ଲୀରେ ସର୍ବାଧିକ ତାପପାତ୍ରା ଖସିଲା, ମେ ମାସରେ ୧୯୫୧ ପରେ ସର୍ବନିମ୍ନ

– କୋଭିଡ ପାଇଁ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଘରୋଇକରଣ ବାଧାପ୍ରାପ୍ତ

– ତୈଳ ବିଶୋଧନ ୮୪%କୁ ହ୍ରାସକଲା ଇଣ୍ଡିଆନ ଅଏଲ

– ନୂଆଦିଲ୍ଲୀ: ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଥିବା ବାତ୍ୟାର ନାମ ‘ୟାସ୍‌’ ରହିବ। ଓମାନ୍‌ ପକ୍ଷରୁ ଏହି ବାତ୍ୟାର ନାମ କରଣ କରାଯାଇଛି। ୟାସ୍ ଅର୍ଥ ହେଉଛି ‘ନିରାଶ।’

– ସରକାରଙ୍କୁ ସମାଲୋଚନା ଚିନ୍ତା, ନୂଆ ଆନ୍ତର୍ଜାତିକ ଟିଭି ଚାନେଲ ଖୋଲିବ ପ୍ରସାର ଭାରତୀ

– ଜୁନରେ ଏସିଆ କପ୍‍ ଖେଳିବା ସମ୍ଭବ ନୁହେଁ: ଶ୍ରୀଲଙ୍କା କ୍ରିକେଟ ମୁଖ୍ୟ

– ଭାରତରେ ବିଶ୍ୱକପ୍‍ ଓ ଇଂଲଣ୍ଡରେ ଆଇପିଏଲ୍‍ ପାଇଁ ବିସିସିଆଇର ଯୋଜନା

– ନିଜ ସରକାରୀ ବାସଭବନକୁ କୋଭିଡ ଯତ୍ନ କେନ୍ଦ୍ରରେ ପରିଣତ କଲେ ତେଜସ୍ୱୀ ଯାଦବ

– ତାମିଲନାଡୁ ମନ୍ଦିରରେ କରୋନା ଦେବୀଙ୍କ ମୂର୍ତ୍ତି; ଚାଲିଛି ପୂଜାର୍ଚ୍ଚନା

ରାଜ୍ୟ ଖବର

– ଓଡ଼ିଶାରେ ଦିନକରେ ୧୧୪୯୮ ନୂଆ ସଂକ୍ରମିତ: ଖୋର୍ଦ୍ଧା ୧୪୯୭ ଓ କଟକରେ ୧୧୦୭ ଚିହ୍ନଟ

-ଥମୁନି କରୋନା ମୃତ୍ୟୁ ; ଦିନକରେ ୨୫ ଆକ୍ରାନ୍ତ ମୃତ

-ପୂର୍ବତନ ଜାତୀୟ ଫୁଟବଲର ଅସିତ୍ ପାତ୍ରଙ୍କ ଦେହାନ୍ତ

– ଇସ୍ପାତ୍‍ ଉତ୍ପାଦନ ସହ ଅମ୍ଳଜାନ ଆବଶ୍ୟକତା ପୂରଣ କରୁଛନ୍ତି ଇସ୍ପାତ୍‍ ପ୍ଲାଂଟ୍‍ – ଧର୍ମେନ୍ଦ୍ର ପ୍ରଧାନ

-ଚୋରା ବାରରେ ଚଢ଼ାଉ ; ବିପୁଳ ମଦ ଜବତ

-କୁଲଡ଼ିହାରେ ହାତୀ ଶାବକର ମୃତ୍ୟୁ

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories