www.samajalive.in
Sunday, December 7, 2025
23.1 C
Bhubaneswar

ବରାଳ ଗ୍ରାମ ସତ୍ୟବାଦୀ ବ୍ଲକର ପ୍ରଥମ କଣ୍ଟେନମେଣ୍ଟ ଜୋନ

ସାକ୍ଷୀଗୋପାଳ: ସତ୍ୟବାଦୀ ମଣ୍ଡଳ ଅନ୍ତର୍ଗତ କାଦୁଆ ପଞ୍ଚାୟତର ବରାଳ ଗ୍ରାମ ଆଜି ବ୍ଲକର ପ୍ରଥମ କଣ୍ଟେନମେଣ୍ଟ ଜୋନ ଘୋଷିତ ହୋଇଛି। ଗତକାଲି ସ୍ୱାସ୍ଥ୍ୟ ବିଭାଗ ତରଫରୁ ବରାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗ୍ରାମବାସୀମାନଙ୍କର କରୋନା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୪୫ ଜଣ କରୋନା ପରୀକ୍ଷା କରିଥିଲେ। ଏମାନଙ୍କ ମଧ୍ୟରୁ ୨୨ ଜଣ କରୋନା ସଂକ୍ରମିତ ବୋଲି ଜଣାପଡିଥିଲା। ଆଜି ସତ୍ୟବାଦୀ ପ୍ରଶାସନ ତରଫରୁ ଏହି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଗ୍ରାମର ଉଭୟ ମୁଣ୍ଡରେ ବାଉଁଶ ବନ୍ଧା ଯାଇ ଆବଦ୍ଧାଞ୍ଚଳ କରାଯାଇଛି। ପ୍ରଶାସନ ତରଫରୁ ଗ୍ରାମବାସୀମାନଙ୍କୁ ବାହାରକୁ ଯିବାଆସିବା ଓ ବାହାର ଅଞ୍ଚଳର ଜନସାଧାରଣଙ୍କୁ ଗ୍ରାମକୁ ଆସିବା ନିମନ୍ତେ ବାରଣ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories