www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ଦୈନିକ ସଂକ୍ରମଣ ଟପିଲା ୨.୫୯ଲକ୍ଷ

ନୂଆଦିଲ୍ଲୀ : ଦେଶରେ ଦିନକରେ ଦୈନିକ ସଂକ୍ରମଣ ୨.୫୯ଲକ୍ଷ ଟପିଛି। ଆଉ ୨ ଲକ୍ଷ ୫୯ ହଜାର ୫୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦,୩୧,୯୯୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪ ହଜାର ୨୦୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୧ ହଜାର ୩୩୧ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩ ଲକ୍ଷ ୫୭ ହଜାର ୨୯୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୨୭,୧୨,୭୩୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୩୦,୨୭,୯୨୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories